//BREAKING//
Loading...

ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡା -ଓଡିଶା ନଜଓଆନ ୟୁନିୟନ ର କେନ୍ଦ୍ରାପଡା ଶାଖ ପକ୍ଷରୁ ସହର ବାସୀଙ୍କ ପାଇଁ ଅତ୍ୟନ୍ତ ଜରୁରୀ ଥିବା ସିଟି ହସ୍ପିଟାଲ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି ଏହି ଦାବି ପତ୍ରକୁ ୟୁନିୟନ ର ସଭାପତି ମିର ମହମ୍ମଦ ଅମିର ଉପଦେଷ୍ଟା ସେକ ଲିକାକତ ଅଲ୍ଲୀ ଙ୍କ ସହ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ଙ୍କୁ ଲିଖିତ ଦାବୀପତ୍ର ପ୍ରଦାନ କରିଥିଲେ ସୂଚନା ମୁତାବକ ଏହି ହସ୍ପିଟାଲ ବରଗଡ ଭଳି ସିଟି ହସ୍ପିଟାଲ ପ୍ରତିଷ୍ଠା କରିବା ପାଇଁ ଭୁବନେଶ୍ୱର ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ପ୍ରକୋଷ୍ଠ ରେ ଦାବିପତ୍ର ପ୍ରଦାନ କରିଥିବା ଜଣାପଡିଛି

Post a Comment

Previous Post Next Post

ଆରମ୍ଭ ମାତ୍ର ସଙ୍ଘର୍ଷ ଟିଭି

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe