//BREAKING//
Loading...

ଉପର ମୁଣ୍ଡରେ ବଢୁଛି ଜଳସ୍ତର

*ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ*

*_ଆଜି ପୁଣି ହୀରାକୁଦ ଜଲଭଣ୍ଡାର ଆଉ୪ ଟି ଗେଟ ଖୋଲି ବନ୍ୟାଜଳ ନିଷ୍କାସନ କରିଛି । ଗତକାଲି ହୀରାକୁଦ ଜଲଭଣ୍ଡାର ୮ ଟି ଗେଟ ଖୋଲି ବନ୍ୟାଜଳ ନିଷ୍କାସନ କରିଥିଲା । ହେଲେ ହୀରାକୁଦ ଜଲସ୍ତର ଧିରେ ଧିରେ ବଢୁଥିବା ଯୋଗୁଁ ପୁଣି ଆଉ ୪ ଟି ଗେଟ ଖୋଲିବା ପାଇଁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି ।_*

*_ତେବେ ଆଗକୁ ବଡ଼ ବର୍ଷା ଥିବାରୁ ହୀରାକୁଦ ଜଲଭଣ୍ଡାରର ଧିରେ ଧିରେ ଜଲସ୍ତର ଆହୁରି ବଢ଼ିବାର ସମ୍ଭାବନା ରହୁଛି । ତାକୁ ନଜରରେ ରଖି ଡ୍ୟାମ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି । ତେବେ ୧୨ଟି ଗେଟ ଖୋଲାଥିବା ସତ୍ୱେ କୌଣସି ବନ୍ୟାଭୟ ନଥିବା କହିଛନ୍ତି । ସେପଟେ ଜଲଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୦ ହଜ଼ାର ୭୯୯ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୫୮ ହଜ଼ାର ୮୨୫ କ୍ୟୁସେକ ଜଳ ନିଷ୍କାସନ ହେଉଛି ।_* *ବ୍ୟୁରୁ ରିପୋର୍ଟ ସଂଘର୍ଷ ଟିଭି, ମହେଶ ମଲିକ*

Post a Comment

Previous Post Next Post

ଆରମ୍ଭ ମାତ୍ର ସଙ୍ଘର୍ଷ ଟିଭି

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe